Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିନା ଚାଷୀରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନକୁ ନେଇ ସଭା ବର୍ଜନ କଲେ ବିଧାୟକ।

Posted on January 6, 2026

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଜିରିଡାମାଳି ଠାରେ ରେଙ୍ଗାଳି ବାମ ବନ୍ଧ କେନାଲ ବିଭାଜନ ପକ୍ଷରୁ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମୟରେ ହୋ-ହାଲ୍ଲା ଦେଖିବାକୁ ମିଳିଛି। ଯାହାକୁ ନେଇ ବିନା ଚାଷୀରେ ପାଣି ପଞ୍ଚାୟତ ପକ୍ଷ ପାଳନକୁ ଯୋଗୁଁ ସଭା ମଞ୍ଚରୁ ମଧ୍ୟ ପଳେଇ ଗଲେ କାମାକ୍ଷାନଗର ବିଧାୟକ ଶତୃଘନ ଜେନା। ରାଜ୍ୟ ସରକାର ଚାଷ ଓ ଚାଷୀଙ୍କ ପାଇଁ ବିଭିନ୍ନ ସହାୟତା ଓ ସହଯୋଗ କରୁଥିବା ବେଳେ କାମାକ୍ଷାନଗରର ବିଭାଗୀୟ ଅଧିକାରୀଙ୍କ ଅବହେଳା ଏବଂ ଚାଷୀଙ୍କୁ ଅସହଯୋଗ ଯୋଗୁଁ ହଟଗୋଳ ଦେଖିବାକୁ ମିଳିଥିଲା। ଯାହାକୁ ନେଇ ବିଜେପି ଜିଲ୍ଲା ସଭାପତି ରାସବିହାରୀ ବେହେରା ଉତ୍ୟକ୍ତ ଚାଷୀଙ୍କୁ ବୁଝା ସୁଝା କରିବା ସହ ଆଗାମୀ ବର୍ଷ ଠାରୁ କିପରି ସଠିକ ଢଙ୍ଗରେ ପକ୍ଷ ପାଳନ କରାଯିବ ସେ ନେଇ ପ୍ରତିଶ୍ରୁତି ଦେଇଥିଲେ। ଏଥିସହିତ ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ପ୍ରତିକ୍ରିୟା ରଖିଛନ୍ତି। ସେପଟେ ପ୍ରତିବର୍ଷ ବିନା ଚାଷୀରେ ପକ୍ଷ ପାଳନ ସହ ସରକାରଙ୍କ କୋଟି କୋଟି ଟଙ୍କାର ଅର୍ଥକୁ ବିଭାଗୀୟ ଅଧିକାରୀ ମାନେ ଆତ୍ମସାତ କରୁଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme