Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିମାନବନ୍ଦରରେ ଅଗ୍ନିକାଣ୍ଡ: ଟର୍ମିନାଲ–୩ରେ ଜଳିଲା ଏୟାର ଇଣ୍ଡିଆ ବସ୍

Posted on October 29, 2025

ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ–୩ ଭିତରେ ଏକ ଏୟାର ଇଣ୍ଡିଆ ବସ୍‌ରେ ହଠାତ୍ ନିଆଁ ଲାଗି ଯାଇଥିଲା । ଘଟଣା ପରେ ତୁରନ୍ତ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଦେଇଛନ୍ତି ।

ସଭାଗ୍ୟବଶତଃ, ଘଟଣା ସମୟରେ ବସ୍‌ରେ କେହି ଯାତ୍ରୀ ଉପସ୍ଥିତ ନଥିଲେ, ଯାହା ଫଳରେ ବଡ଼ ହାନି ହେବାରୁ ବର୍ତ୍ତି ଯାଇଛି । ବସ୍‌ଟି ଏୟାର ଇଣ୍ଡିଆ STS ଏୟାରପୋର୍ଟ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍‌ ଦ୍ୱାରା ପରିଚାଳିତ ହୋଇଥିଲା।

ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେଉଛି । ତେବେ ନିଆଁ ଲାଗିବାର କାରଣ ସଠିକ ଭାବେ ଜଣାପଡିନାହିଁ । ଏୟାର ଇଣ୍ଡିଆ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଅଧିକୃତ ପ୍ରତିକ୍ରିୟା ମିଳିନାହିଁ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme