Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିର୍ସା ମୁଣ୍ଡାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

Posted on November 15, 2025

ଜନଜାତୀୟ ଗୌରବ ଦିବସ ତଥା ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ​​​​​​ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ X ରେ ଲେଖିଛନ୍ତି ଯେ, ଜନଜାତୀୟ ଗୌରବ ଦିବସ ତଥା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ । ଭଗବାନ ବିର୍ସା ମୁଣ୍ଡା ଅଦମ୍ୟ ସାହସ, ତ୍ୟାଗ ଓ ସମର୍ପଣର ପ୍ରତୀକ । ବ୍ରିଟିଶ ଶାସନ ସମୟରେ ସେ ଯେଉଁ ସ୍ୱାଧୀନ ଚେତନା ଓ ସାମାଜିକ ସଂସ୍କାରର ବାର୍ତ୍ତା ଦେଇଥିଲେ, ତାହା ଚିର ସ୍ମରଣୀୟ ହୋଇ ରହିବ ।

​ଓଡ଼ିଶାର ଜନଜାତି ସମାଜର ବିକାଶ ଓ ସ୍ୱାଭିମାନ ପାଇଁ ଆମ ସରକାର ସର୍ବଦା ପ୍ରତିବଦ୍ଧ। ଭଗବାନ ବିର୍ସା ମୁଣ୍ଡାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ, ଆମେ ତାଙ୍କର ସ୍ୱପ୍ନର ସମାଜ ଗଠନ ପାଇଁ କାର୍ଯ୍ୟ କରୁଛୁ, ଯେଉଁଠାରେ ପ୍ରତ୍ୟେକ ଜନଜାତି ଭାଇଭଉଣୀ ସେମାନଙ୍କର ଅଧିକାର,ସଂସ୍କୃତି ଓ ପରମ୍ପରାକୁ ନେଇ ଗର୍ବର ସହ ବଞ୍ଚିପାରିବେ । ଅଜଣା ବ୍ୟ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme