Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଷ ଦେଇ ବାଘକୁ ମାରିଦେଲେ

Posted on December 12, 2025

ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ବନ ବିଭାଗର ତାମରା ରେଞ୍ଜ କୁସୁମଡିହି ସଂରକ୍ଷିତ ଜଙ୍ଗଲରେ ଏକ କଲରାପତରିଆ ବାଘୁଣୀର ମୃତ୍ୟୁ ହୋଇଥିବାର ଖବର ମିଳିଛି। ମୃତ ବାଘୁଣୀର ବୟସ ପ୍ରାୟ ୧୨ ବର୍ଷ ବୋଲି ଜଣାଯାଇଛି। ମୃତ୍ୟୁର କାରଣ ବିଷକ୍ରିୟା ବୋଲି ପ୍ରାଥମିକ ତଦନ୍ତରୁ ଜଣାଯାଇଛି। ଘଟଣାସ୍ଥଳରେ ଆରସିସିଏଫ୍ ଓ ଡିଏଫ୍ଓ ପହଞ୍ଚି ତଦନ୍ତ ଚଳାଇଛନ୍ତି।

ଏକ ବଳଦକୁ ବାଘୁଣୀ ଖାଇଦେଇଥିବାରୁ ତାକୁ ବିଷ ଦେଇ ହତ୍ୟା କରାଯାଇଥିବାର ଖବର ମିଳିଛି। ମୃତ ବଳଦରେ ବିଷ ଦେଇ ବାଘୁଣୀକୁ ମାରିଦିଆଯାଇଥିବା କଥା ଚର୍ଚ୍ଚା ହେଉଛି। ତେବେ ଉଭୟ ବଳଦ ଓ ବାଘୁଣୀର ମୃତଦେହ ଜବତ କରାଯାଇଛି। ଏହି ଘଟଣାରେ ଜଣଙ୍କୁ ବନ ବିଭାଗ ଅଟକ ରଖି ପଚରାଉଚରା କରୁଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme