Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିସ୍କୁଟ୍ ଲୋଭ ଦେଖାଇ ୫ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର

Posted on December 17, 2025

ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି।

ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ ଜଣକ ବଳାତ୍କାର କରିଥିଲେ। ଏହି ଘଟଣା ପରେ ଶିଶୁଟି ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ମେଡିକାଲରେ ଶିଶୁ କନ୍ୟାଟିର ଚିକିତ୍ସା ଚାଲିଛି।

ଘଟଣା ସମ୍ପର୍କରେ ଖବର ପାଇ ସଦର ଥାନା ପୋଲିସ ତୁରନ୍ତ ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତକୁ ଗିରଫ କରି ଅଧିକ ପଚରାଉଚରା ଜାରି ରଖିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ଅଭିଯୁକ୍ତ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହେଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ
  • ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
  • ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା…
  • ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,500)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme