Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବୃଦ୍ଧଙ୍କୁ ୧ କିଲୋମିଟର ଯାଏ ଘୋଷାଡ଼ି ନେଲା ଟ୍ରକ

Posted on November 26, 2025

ସ୍କୁଟିକୁ ପିଟିଲା ଟ୍ରକ ।  ବୃଦ୍ଧଙ୍କ ମୃତ୍ୟୁ । ୧ କିଲୋମିଟର ଯାଏ ବୃଦ୍ଧଙ୍କୁ ଘୋଷାଡ଼ି ନେଲା ଟ୍ରକ ।  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ତିନି ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ମୃତକ ହେଲେ କୁମାରକେଳି ଗାଁର ଶରତ ମହାପାତ୍ର । ପ୍ରତିବାଦରେ ସୋନପୁର-ବୀରମହାରାଜପୁର ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ଲୋକ ।

ଏବେବି ଟ୍ରକ ଚକାତଳେ ମୃତକଙ୍କ ଶଵ ପଡିରହିଛି ।  ଦୁର୍ଘଟଣା ଘଟାଇ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ମାରିଥିବାବେଳେ ଉତ୍ୟକ୍ତ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୁରଣ ଦାବୀ ସହ ଫେରାର ଡ୍ରାଇଭରକୁ ଗିରଫ ଦାବୀରେ ରାସ୍ତା ଅବରୋଧ କରିଛନ୍ତି  । ବୀରମହାରାଜପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କ ସହ ଆଲୋଚନା ଜାରି ରଖିଛି । ରାସ୍ତା ଅବରୋଧ ଯୋଗୁଁ ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଗାଡି ମୋଟର ଅଟକି ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme