Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବୃଦ୍ଧି ପାଇବାରେ ଲାଗିଛି ଚୋରଙ୍କ ଦୌରାତ୍ମ୍ୟ, ଖଲିଆବଗିଚା ସ୍କୁଲରୁ ଚୋରି

Posted on December 5, 2025

ବୌଦ୍ଧ ସହରରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଚୋରଙ୍କ ଦୌରାତ୍ମ୍ୟ। ହେଲେ ଟେର୍ ପାଉନି ପୁଲିସ। କିଛି ଦିନ ତଳେ ଜିଲ୍ଲା ମୁଖ୍ୟ ଡାକଘରୁ ୩୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟ ହୋଇଥିବା ବେଳେ ଆଜି ସହରର ଜନଗହଳିପୂର୍ଣ୍ଣ ସ୍ଥାନ ବାଘଗୁଡା ଛକ ଠାରେ ଥିବା ଖଲିଆବଗିଚା ସ୍କୁଲରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଚୋରମାନେ କବାଟ ଭାଙ୍ଗି ମଧ୍ୟାହ୍ନ ଭୋଜନ ସାମଗ୍ରୀ, ଲାପଟପ୍ ଓ ଅନ୍ୟାନ୍ୟ ଜିନିଷପତ୍ର ଚୋରି କରିଥିବା ଜଣାପଡିଛି । ଖବର ପାଇ ବୌଦ୍ଧ ପୁଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି।

ପ୍ରକାଶ ଥାଉକି, ଗତ କିଛି ଦିନ ତଳେ ବୌଦ୍ଧ ସହର ମୁଖ୍ୟ ଡାକଘରୁ ଚୋରି ହୋଇଥିଲା। ପ୍ରାୟ ୩୦ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଘଟଣାସ୍ଥଳରେ ବୌଦ୍ଧ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme