Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବୋମା ପକାଇ ଟ୍ରକରୁ ତେଲ ଲୁଟିଲେ ଦୁର୍ବୁତ୍ତ, ପୋଲିସର ତନାଘନା।

Posted on November 23, 2025

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥର ନୂଆପାଣି ଗାଁ ପେଟ୍ରୋଲ ପମ୍ପ ନିକଟରେ ବୋମା ପକାଇ ଗୋଟିଏ ଟ୍ରକରୁ ତେଲ ଲୁଟି ନେଇଛନ୍ତି ଦୁର୍ବୁତ୍ତ। ଗତ କାଲି ବିଳମ୍ବିତ ରାତିରେ କିଛି ଦୁର୍ବୁତ୍ତ ଏକ କାରରେ ଆସି ନୂଆପାଣି ପେଟ୍ରୋଲ ପମ୍ପ ନିକଟରେ ଛିଡା ହୋଇଥିବା କୋଇଲା ବୋଝେଇ ଟ୍ରକରୁ ତେଲ ଚୋରି କରୁଥିଲେ। ଯାହାକୁ ନେଇ ଶବ୍ଦ ହେବାରୁ ଡ୍ରାଇଭର ଜଣଙ୍କ ଗାଡି ବାହାରକୁ ଚାଲି ଆସିଥିଲେ। ଫଳରେ ଦୁର୍ବୁତ୍ତ ମାନେ ଏକ ବୋମା ଗାଡି ନିକଟରେ ପକାଇବା ସହ ତେଲ ଧରି ଚମ୍ପଟ ମାରିଥିଲେ। ଯାହାକୁ ନେଇ କାମାକ୍ଷାନଗର ଥାନାରେ ଅଭିଯୋଗ ପରେ SDPO ରଜନୀକାନ୍ତ ସାମଲ ପହଞ୍ଚି ଘଟଣାର ଅଧିକ ତଦନ୍ତ ଆରମ୍ଭ କରି ଦେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme