Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବ୍ରହ୍ମପୁରରେ ଆୟୁଷ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଜାରି, ଛାତ୍ରଛାତ୍ରୀଙ୍କ ଆମରଣ ଅନଶନ ବେଳେ ଦୁଇ ଛାତ୍ର ଗୁରୁତର

Posted on December 10, 2025

ଆୟୁଷ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଜାରି । ବ୍ରହ୍ମପୁରରେ ଛାତ୍ରଛାତ୍ରୀଙ୍କ ଆମରଣ ଅନଶନ ବେଳେ ଦୁଇ ଛାତ୍ର ଗୁରୁତର । ୮ ଦଫା ଦାବି ନେଇ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଆମରଣ ଅନଶନ କରୁଛନ୍ତି ଛାତ୍ରଛାତ୍ରୀ । ବ୍ରହ୍ମପୁର ବିଜୁ ପଟ୍ଟନାୟକ ହୋମିଓପାଥିକ କଲେଜର ଛାତ୍ରଛାତ୍ରୀ ମଧ୍ୟ ଅନଶନ କରିଛନ୍ତି । ଆନ୍ଦୋଳନ ଚାଲିଥିବା ବେଳେ ଦୁଇଜଣ ଛାତ୍ର ଅସୁସ୍ଥ ହୋଇପଡିଥିଲେ । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଦାବିପୂରଣ ନହେବା ଯାଏ ଆମରଣ ଅନଶନ ଚାଲିବ ବୋଲି କହିଛନ୍ତି ଛାତ୍ରଛାତ୍ରୀ । ନୂତନ ଆୟୁଷ ମେଡିକାଲ ଅଧିକାରୀ ପଦବୀ ସୃଷ୍ଟି, ଆୟୁଷ ପିଜି ଓ ପିଏଚଡି ପାଠ୍ୟକ୍ରମ ସିଟ୍ ବୃଦ୍ଧି, ହାଉସ୍ ସର୍ଜନଙ୍କ ଡାଇନାମିକ୍ ଭତ୍ତା ବୃଦ୍ଧି ଭଳି ୮ ଦଫା ଦାବି ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme