Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବ୍ରାହ୍ମଣୀ ନଦୀରେ ଭାସିଯାଇ ବୃଦ୍ଧା ନିଖୋଜ।

Posted on November 25, 2025

ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା କନ୍ତିଓପୁଟସାହି ଗାଁ ପାଖ ବ୍ରାହ୍ମଣୀ ନଦୀରେ ବୁଡି ଜଣେ ବୃଦ୍ଧା ନିଖୋଜ ହୋଇ ଯାଇଛନ୍ତି। ନିଖୋଜ ବୃଦ୍ଧା ଜଣଙ୍କ କନ୍ତିଓପୁଟସାହି ଗାଁର ସୁଲୋଚନା ସାହୁ। ନଦୀରେ ଗାଧୋଉଥିବା ବେଳେ ଅସାବଧାନତା କାରଣରୁ ଭାସି ଯାଇଥିଲେ। ଖବର ପାଇ କାମାକ୍ଷାନଗର ଅଗ୍ନିଶମ ବାହିନୀ ପହଞ୍ଚି ନଦୀରେ ଖୋଜା ଖୋଜି ଜାରି ରଖିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme