Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବ୍ରିଜ୍ ତଳକୁ ଖସିପଡ଼ିଲା ବାଇକ୍, ଚାଳକ ମୃତ

Posted on October 22, 2025

 ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିପଡ଼ିଲା ବାଇକ୍। ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ। ସୁବର୍ଣ୍ଣପୁର ଜିଲ୍ଲା ୧୨୬ନଂ ଜାତୀୟ ରାଜପଥ ବେଲପଡ଼ା ଛକ ନିକଟ ମଗରକୁନ୍ଦା ବ୍ରିଜ୍ ଉପରୁ ବାଇକ୍‌ଟି ଖସି ପଡ଼ିଥିବା ସୂଚନା ମିଳିଛି। 

ସୂଚନାନୁଯାୟୀ, ବିନିକା ଥାନା ଭ୍ରମରପାଲି ଗାଁର ଯୁଦ୍ଧମନ୍ୟୁ ଦୁଆରୀ ବିନିକା ପଟରୁ ବାଇକ୍ ଯୋଗେ ଯାଉଥିଲେ। ବେଲପଡ଼ା ଛକ ନିକଟ ମଗରକୁନ୍ଦା ବ୍ରିଜ୍ ଉପରୁ ଭାରସାମ୍ୟ ହରାଇ ୨୦ ଫୁଟ୍ ତଳକୁ ଖସି ପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ଖବର ପାଇ ପୁଲିସ ପହଞ୍ଚି ଶବ ଜବତ କରି ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଆଇଆଇସି ସତ୍ୟନାରାୟଣ ପ୍ରଧାନ କହିଛନ୍ତି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme