Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭଉଣୀକୁ ବଳତ୍କାର କଲା ଭାଇ

Posted on November 4, 2025

ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ ଭଉଣୀକୁ ଘର ଭିତରକୁ ଡାକି ଏହି ଘଟଣା ଘଟାଇଥିବା ନାବାଳିକା ଜଣକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ପୋଲିସ ନାବାଳିକାଙ୍କ ବୟାନ ରେକର୍ଡ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଏ ନେଇ ଥାନାରେ କେସ ନଂ. ୫୬୧/୨୫ରେ ମାମଲା ରୁଜୁ ହୋଇଛି। ଗତ ଅଗଷ୍ଟରେ ଜଣେ ଆଦିବାସୀ ମହିଳା ଗଣଦୁଷ୍କର୍ମ ଓ ସେପ୍ଟେମ୍ବରରେ ଜଣେ ମୁକବଧିର ଦୁଷ୍କର୍ମର ଶିକାର ହୋଇଥିବା ବେଳେ ଏହି ଘଟଣା ଅଞ୍ଚଳରେ ଲଜ୍ୟା ସୃଷ୍ଟି କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme