Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭତ୍ତା ଟଙ୍କା ପାଇଁ ପିଶାଚ ସାଜିଲା ପୁଅ । ଜନ୍ମ କଲା ବାପାକୁ ହତ୍ୟା କଲା ପୁଅ

Posted on November 16, 2025

ଭତ୍ତା ଟଙ୍କା ପାଇଁ ହତ୍ୟା । ଜନ୍ମ କଲା ବାପାକୁ ହତ୍ୟା କଲା ପୁଅ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଏ.ବରିଡା ଗାଁରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ପଦ୍ମନାଭ ସାହୁ । ଭତ୍ତା ଟଙ୍କା ପାଇଁ ପୁଅ ହତ୍ୟା କରିଥିବା ଜଣାପଡିଛି । ଅଭିଯୁକ୍ତ ପୁଅକୁ ଅଟକ ରଖି ତଦନ୍ତ କରୁଛି ପୋଲିସ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (906)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme