Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭଦ୍ରକରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀକୁ ଗୁଳି

Posted on December 16, 2025

ଭଦ୍ରକରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ବୁଦ୍ଧିଆ ଓରଫ କମଳାକାନ୍ତ ଦାସକୁ ଗୁଳି । ଗୁରୁତର ଅପରାଧୀକୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ତାର ଡାହାଣ ଗୋଡ଼ରେ ଗୁଳି ବାଜିଛି । ଟାଉନ ଥାନା ଚରମ୍ପା ମାଲଗୋଦାମ ଅଞ୍ଚଳରେ ବଡ଼ ଧରଣର ଡକାୟତି ଉଦ୍ୟମ ବେଳେ ଚଢାଉ କରିଥିଲା ଭଦ୍ରକ ଟାଉନ ଥାନା ପୋଲିସ । ପୋଲିସକୁ ଦେଖି ପ୍ରଥମେ ବୁଦ୍ଧିଆ ୪ ରାଉଣ୍ଡ ଗୁଳି ଚାଳାଇଥିଲା । ପୋଲିସର ପାଲଟା ଗୁଳିମାଡ଼ରେ କମଳାକାନ୍ତର ଡାହାଣ ଗୋଡ଼ରେ ବାଜିଛି ଗୁଳି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ
  • ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
  • ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା…

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,501)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme