Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଟେଷ୍ଟ: ଟସ୍ ଜିତି ବ୍ୟାଟିଂ କରୁଛି ଦକ୍ଷିଣ ଆଫ୍ରିକା

Posted on November 22, 2025

ଗୌହାଟୀରେ ଆଜି ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ବିତୀୟ ଟେଷ୍ଟ ମ୍ୟାଚ୍ ଆରମ୍ଭ ହୋଇଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଦକ୍ଷିଣ ଆଫ୍ରିକା ।

ଶୁବମନ ଗିଲ୍‌ଙ୍କ ଅନୁପସ୍ଥିତିରେ ଋଷଭ ପନ୍ତ ଭାରତୀୟ ଦଳକୁ ନେତୃତ୍ୱ ଦେଉଛନ୍ତି । ବେକରେ ଆଘାତ ଲାଗିବା କାରଣରୁ ଶୁବମନ ଦ୍ବିତୀୟ ଟେଷ୍ଟରୁ ବାହାରିଛନ୍ତି । ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ ମଧ୍ୟ ସେ ବ୍ୟାଟିଂ କରିପାରିନଥିଲେ ।

ଚୂଡ଼ାନ୍ତ ଏକାଦଶରେ ନୀତିଶ୍ ରେଡ୍ଡୀ ପୁନଃଫେରିଛନ୍ତି ଓ ଅକ୍ଷର ପଟେଲଙ୍କ ସ୍ଥାନରେ ସାଇ ସୁଦର୍ଶନକୁ ସୁଯୋଗ ମିଳିଛି ।

ପ୍ରଥମ ଟେଷ୍ଟରେ ନିରାଶାଜନକ ପ୍ରଦର୍ଶନ ସହିତ ଭାରତ ୧-୦ରେ ସିରିଜରେ ପଛୁଆ ପଡିଥିଲା । ଏହି ପରାଜୟ ବିଶ୍ୱ ଟେଷ୍ଟ ଚାମ୍ପିୟନସିପରେ ଭାରତର ସ୍ଥିତିକୁ ଅଧିକ ଜଟିଳ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme