Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭାରସାମ୍ୟ ହରାଇ ଓଲଟିଲା ବସ୍ , ୩ ମୃତ

Posted on November 18, 2025

ଉତ୍ତର ପ୍ରଦେଶର କାନପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଭାରସାମ୍ୟ ହରାଇ ଓଲଟିଲା ବସ୍ । ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବସଟି ଦିଲ୍ଲୀରୁ ବିହାରର ସିୱାନକୁ ଯାତ୍ରା କରୁଥିବାବେଳେ କାନପୁର ବିଲହୌରର ଆଲୌର ଥାନା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି।

ସୂଚନା ମୁତାବକ, ମଙ୍ଗଳବାର ସକାଳେ ବିଲହୌରର ଆରୌଲ ଥାନା ଅଞ୍ଚଳରେ ଏକ୍ସପ୍ରେସୱେର ଏକ ମୋଡ଼ ନିକଟରେ ବସଟି ପହଞ୍ଚିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ସକାଳ ସମୟ ଥିବା ଯୋଗୁଁ ଡ୍ରାଇଭର ନିୟନ୍ତ୍ରଣ ହରାଇ ବସଟି ଓଲଟି ପଡ଼ିଥିବା ଅନୁମାନ କରାଯାଉଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ, ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ନିକଟସ୍ଥ ସିଏଚସିରେ ଭର୍ତ୍ତି କରିଥିଲେ। ୧୨ରୁ ଅଧିକ ଗୁରୁତର ଆହତ ହୋଇଥିବାରୁ ସେମାନଙ୍କୁ କାନପୁର ସହରର ହାଲେଟ୍ ହସ୍ପିଟାଲକୁ ପଠାଯାଇଥିଲା। ପୁଲିସ ବାକି୩ଟି ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିବା ବେଳେ ମୃତକମାନଙ୍କୁ ଚିହ୍ନଟ କରାଯାଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme