Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭାରସାମ୍ୟ ହରାଇ ଓଲଟିଲା ଲକ୍ଷ୍ମୀ ବସ, ଅଳ୍ପକେ ବର୍ତ୍ତିଲେ ୨୦ ଯାତ୍ରୀ

Posted on October 30, 2025

ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଲକ୍ଷ୍ମୀ ବସ୍। ଅଳ୍ପକେ ବର୍ତ୍ତିଲେ ୨୦ ଯାତ୍ରୀ। ଗୁରୁବାର ସକାଳେ କୋଣାର୍କ ଥାନା ସନ୍ତରସ ସମା ବ୍ରିଜ୍ ନିକଟରେ ଏହି ଦୁର୍ଘଟଣା ଘଟିଛି।

ସୂଚନାନୁଯାୟୀ, ଗୁରୁବାର ସକାଳେ ଏକ ଲକ୍ଷ୍ମୀ ବସ୍ ୨୦ ଜଣ ଯାତ୍ରୀଙ୍କୁ ନେଇ କାକଟପୁର ଯାଉଥିଲା। କୋଣାର୍କ ଥାନା ସନ୍ତରସ ସମା ବ୍ରିଜ୍ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି। ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ଏକ ବଡ଼ ଧରଣର ଅଘଟଣ ଅଳ୍ପକେ ବର୍ତ୍ତି ଯାଇଛି। ରାସ୍ତାକୁ ଅନାବନା ଗଛ ମାଡ଼ି ଆସିଥିବାରୁ ଦୁର୍ଘଟଣା ଘଟୁଥିବା ଆଲୋଚନା ହେଉଛି। ଘଟଣାସ୍ଥଳରେ ଲୋକମାନଙ୍କ ଭିଡ଼ ଜମିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme