Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭିଏତନାମରେ ପ୍ରବଳ ବର୍ଷାରୁ ବନ୍ୟା, ୧୩ ମୃତ

Posted on November 1, 2025

ଭିଏତନାମରେ ଏକାଧିକ ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ବନ୍ୟା ସୃଷ୍ଟି ହୋଇଛି। ବନ୍ୟାରେ ୧୩ ଜଣଙ୍କମୃତ୍ୟୁ ହୋଇଥିବା ସହ ୩୪ ଆହତ ଓ ୧୧ ନିଖୋଜ ରହିଛନ୍ତି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ଏବଂ ନିଖୋଜମାନଙ୍କ ସନ୍ଧାନ କାର୍ଯ୍ୟ ଚାଲିଛି।

ବନ୍ୟାରେ ୧୧୬,୦୦୦ରୁ ଅଧିକ ଘର ବୁଡିଛି , ୪,୯୦୦ ହେକ୍ଟର ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାର ପ୍ରଭାବରେ ବିଦ୍ୟୁତ୍ ସେବା ୪ଟି ପ୍ରଦେଶ ଓ ୪,୩୮,୦୦୦ରୁ ଅଧିକ ପରିବାର ପ୍ରଭାବିତ ହୋଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme