Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

Posted on December 26, 2025

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ମାଲକାନଗିରି ସଦର ମହକୁମା ବ୍ଲକ ଜେଇ ନିହାର ରଞ୍ଜନ ସରକାରଙ୍କ ଘରେ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ । ୪ଟି ସ୍ଥାନରେ ରେଡ୍ କରୁଛି ଟିମ୍ । ମାଲକାନଗିରି ଟାଉନରେ ଥିବା ୩ ମହଲା ଘରେ ଚାଲିଛି ଯାଞ୍ଚ ।

ଏହାସହ ନବରଙ୍ଗପୁର ଜିଲ୍ଲା ରାଇଘରରେ ଥିବା ସମ୍ପର୍କୀୟଙ୍କ ଘର ଓ ମାଲକାନଗିରି ବିଡିଓଙ୍କ କାର୍ଯ୍ୟାଳୟରେ ଚଢ଼ାଉ ଚାଲିଛି । ଚଢ଼ାଉରେ ୪ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme