
ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ରେଡ । ବାଲେଶ୍ଵର ଚୂନ ଭାଟି ନିକଟରେ ଥିବା ସାଇ ଗାର୍ଡେନ ଉପରେ ଭିଜିଲାନ୍ସ ଟିମର ଚଢ଼ାଉ । ରବୀନ୍ଦ୍ର କୁମାର ବାରିକଙ୍କ ବାଲେଶ୍ଵରରେ ଥିବା ବିଭିନ୍ନ ସମ୍ପତ୍ତି ଉପରେ ରେଡ୍ । ରବୀନ୍ଦ୍ର କୁମାର ବାରିକ ସିଭିଲ ସପ୍ଲାଏ ଅଫିସ୍ ଜୁନିଅର ଆକାଉଣ୍ଟାଣ୍ଟ ଭାବରେ ସୁନ୍ଦରଗଡ଼ରେ କାର୍ଯ୍ୟରତ ।
