
TPCODL ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ଆପାର୍ଟମେଣ୍ଟରେ ବିଦ୍ୟୁତ ସଂଯୋଗ କରାଇଦେବା ପାଇଁ ସେ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ।
ଯନ୍ତ୍ରୀଙ୍କ ଘରୁ ୯ ଲକ୍ଷ ୫୩ ହଜାର ଟଙ୍କା ନଗଦ ଜବତ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ସନ୍ଦେହରେ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଛି। ଏକାକାଳୀନ ତିନୋଟି ସ୍ଥାନରେ ରେଡ୍ ଚାଲିଛି
