Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭିଜିଲାନ୍ସ ଜାଲରେ ହାଟଡ଼ିହି ବ୍ଲକ୍ PEO, ୬ଟି ସ୍ଥାନରେ ଚଢାଉ

Posted on December 30, 2025

ଭିଜିଲାନ୍ସ ଜାଲରେ ହାଟଡ଼ିହି ବ୍ଲକ୍ PEO । ଆନନ୍ଦପୁର ହାଟଡ଼ିହି ବ୍ଲକ୍ PEO ଜିତେନ୍ଦ୍ର ଜେନା । ତାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଚଢାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । କେନ୍ଦୁଝର ଓ ବାଲେଶ୍ୱରର ଭିଜିଲାନ୍ସ ଟିମ ମିଳିତଭାବେ ଚଢାଉ କରିଛନ୍ତି । ବସନ୍ତିଆସ୍ଥିତ ଘର ଓ ବ୍ୟବସାୟ ପ୍ରତିଷ୍ଠାନରେ ଚଢ଼ାଉ ଚାଲିଛି । ୪ ଜଣ ଡିଏସପି ଓ ୮ ଜଣ ଇନସପେକ୍ଟରଙ୍କୁ ନେଇ ରେଡ କରାଯାଉଛି । ଚଣ୍ଡିବିରଞ୍ଚିପୁରରେ ୩ ତାଲା ଘର, ବସନ୍ତିଆଠାରେ ଥିବା ମାର୍କେଟ କମ୍ପ୍ଲେକ୍ସ, ଗୋଦାମ ଗୃହ, ବିଦ୍ୟାଧରପୁରରେ ଥିବା ଇଲେକ୍ଟ୍ରୋନିକ ଦୋକାନ, ପଢିଆରିପଲ୍ଲୀରେ ସମ୍ପର୍କୀୟଙ୍କ ଘର ଓ ପଞ୍ଚାୟତ କାର୍ଯ୍ୟାଳୟରେ ଏକାବେଳକେ ରେଡ ଚାଲିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme