Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭିଜିଲାନ୍ସ ଜାଲରେ ହାଟଡ଼ିହି ବ୍ଲକ୍ PEO, ୬ଟି ସ୍ଥାନରେ ଚଢାଉ

Posted on December 30, 2025

ଭିଜିଲାନ୍ସ ଜାଲରେ ହାଟଡ଼ିହି ବ୍ଲକ୍ PEO । ଆନନ୍ଦପୁର ହାଟଡ଼ିହି ବ୍ଲକ୍ PEO ଜିତେନ୍ଦ୍ର ଜେନା । ତାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଚଢାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । କେନ୍ଦୁଝର ଓ ବାଲେଶ୍ୱରର ଭିଜିଲାନ୍ସ ଟିମ ମିଳିତଭାବେ ଚଢାଉ କରିଛନ୍ତି । ବସନ୍ତିଆସ୍ଥିତ ଘର ଓ ବ୍ୟବସାୟ ପ୍ରତିଷ୍ଠାନରେ ଚଢ଼ାଉ ଚାଲିଛି । ୪ ଜଣ ଡିଏସପି ଓ ୮ ଜଣ ଇନସପେକ୍ଟରଙ୍କୁ ନେଇ ରେଡ କରାଯାଉଛି । ଚଣ୍ଡିବିରଞ୍ଚିପୁରରେ ୩ ତାଲା ଘର, ବସନ୍ତିଆଠାରେ ଥିବା ମାର୍କେଟ କମ୍ପ୍ଲେକ୍ସ, ଗୋଦାମ ଗୃହ, ବିଦ୍ୟାଧରପୁରରେ ଥିବା ଇଲେକ୍ଟ୍ରୋନିକ ଦୋକାନ, ପଢିଆରିପଲ୍ଲୀରେ ସମ୍ପର୍କୀୟଙ୍କ ଘର ଓ ପଞ୍ଚାୟତ କାର୍ଯ୍ୟାଳୟରେ ଏକାବେଳକେ ରେଡ ଚାଲିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme