Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭୟଙ୍କର ଦୁର୍ଘଟଣା, କାର୍ କୁ ୧୦୦ ମିଟର ଘୋଷାଡ଼ି ନେଲା ହାଇୱା

Posted on November 19, 2025

ଭୟଙ୍କର ଦୁର୍ଘଟଣା । କାର୍ କୁ ୧୦୦ ମିଟର ଘୋଷାଡ଼ି ନେଲା ହାଇୱା । କଟକ ଗୋପାଳପୁର ଛକରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏଥିରେ କାହାର କିଛି କ୍ଷତି ହୋଇନାହିଁ। ହାଇୱା ଡ୍ରାଇଭରକୁ ଅଟକ ରଖିଛି ପୋଲିସ। ଘଟଣା ସ୍ଥଳ ରେ ପୋଲିସ ପହଁଚି ଗାଡିକୁ ରାସ୍ତା ଉପରେ ହଟେଇଛି । ଏକ ହାଇଓ ଚିପ୍ସ ବୋଝେଇ କରି ନଖରା ଆଡ଼କୁ ଯିବା ସମୟରେ ଜାତୀୟ ରାଜପଥରେ ଏକ ଚାରି ଚକିଆ ଯାନ ହଠାତ ପଶି ଆସିଥିଲା । ଫଳରେ ୧୦୦ ମିଟର ପର୍ଯ୍ୟନ୍ତ କାରଟି ଘୋଷାଡ଼ି ହୋଇଯାଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି
  • ଆଜିଠୁ ସଂସଦର ଶୀତ ଅଧିବେଶନ, ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ
  • ବାରବାଟୀ T20: ମୁଖ୍ୟମନ୍ତ୍ରୀ କିଣିଲେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଟିକେଟ୍
  • ରାସ୍ତା ଜଳିଗଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (283)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (59)
  • ରାଜ୍ୟ (902)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme