Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ‘ଆମ ବସ୍‌’

Posted on January 10, 2026

କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍‌। ହଠାତ୍‌ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ଏହାପରେ ବସ୍‌ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଯାଇଛି। ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme