Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା; ସମବାୟ ମନ୍ତ୍ରୀଙ୍କୁ ଘେରିଲା ବିଜେଡି

Posted on December 22, 2025

ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମଣ୍ଡିରେ ଧାନ କିଣା ନେଇ ମନ୍ତ୍ରୀ ସ୍ବତନ୍ତ୍ର ଧ୍ୟାନ ଦିଅନ୍ତୁ। ଟୋକାନ ପାଇଁ ସମ୍ବଲପୁର ବନ୍ଦ ହେବା ଦଶନ୍ଧିରେ ପ୍ରଥମ। ବିଜେଡି ବିଧାନସଭାରୁ ରାଜରାସ୍ତା ପର୍ଯ୍ୟନ୍ତ ଲଢ଼େଇ କରିବ ବୋଲି ସଞ୍ଜୟ କହିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme