Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମତ୍ସ୍ୟଜୀବୀଙ୍କୁ ନଯିବା ପାଇଁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ସତର୍କ କଲା ବିଭାଗ

Posted on October 27, 2025

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଠାରୁ ସମୁଦ୍ର ଅଶାନ୍ତ ରହିଛି। ତେଣୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ରକୁ ମାଛ ଧରିବା ପାଇଁ ନଯିବାକୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ସଚେତନ କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହୋଇଛି ।

ଏହାର ପ୍ରଭାବରେ ଆଜି ଠାରୁ ସମୁଦ୍ର ଅଶାନ୍ତ ରହିଛି । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ମାଛ ଧରିବା ପାଇଁ ନଯିବାକୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ସଚେତନ କରାଯାଇଛି । ବିଭାଗ ପକ୍ଷରୁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ନେହେରୁବଙ୍ଗଳା ମାଛଧରା ବନ୍ଦର, ଷଣ୍ଢକୁଦ ମତ୍ସ୍ୟଜୀବୀ ବସ୍ତି, ନୂଆ ବଜାର କଲୋନୀ, ଅଠରବାଙ୍କି ମାଛଧରା ବନ୍ଦର, ଚ‌ଉମୁହାଣୀ ମାଛଧରା ବନ୍ଦର ନିକଟରେ ମତ୍ସ୍ୟଜୀବୀମାନଙ୍କୁ ଗତକାଲି ସତର୍କ କରାଯାଇଥିବା ବେଳେ ଆଜି ମଧ୍ୟ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରାଯାଉଛି ।

ତେବେ ଆଜି ସୁଦ୍ଧା ସମସ୍ତ ମତ୍ସ୍ୟଜିବୀ ଫେରି ଆସିଥିବା ବେଳେ ଧିରେ ଧିରେ ସମୁଦ୍ର ଅଶାନ୍ତ ହେବାରେ ଲାଗିଛି। ବାଜି ଯନ୍ତ୍ର ସାହାଯ୍ୟରେ ନେହେରୁବଙ୍ଗଳା ମାଛଧରା ବନ୍ଦର, ଷଣ୍ଢକୁଦ ମତ୍ସ୍ୟଜୀବୀ ବସ୍ତି, ନୂଆ ବଜାର କଲୋନୀ, ଅଠରବାଙ୍କି ମାଛଧରା ବନ୍ଦର, ଚ‌ଉମୁହାଣୀ ମାଛଧରା ବନ୍ଦର ନିକଟରେ ମତ୍ସ୍ୟଜୀବୀ ମାନଙ୍କୁ ଗତକାଲି ସତର୍କ କରାଯାଇଥିବା ବେଳେ ଆଜି ମଧ୍ୟ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରାଯାଉଛି । ତେବେ ଆଜି ସୁଦ୍ଧା ସମସ୍ତ ମତ୍ସ୍ୟଜିବୀ ଫେରି ଆସିଥିବା ବେଳେ ଧିରେ ଧିରେ ସମୁଦ୍ର ଅଶାନ୍ତ ହେବାରେ ଲାଗିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme