Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଗଲେ ୪୦ ଯାତ୍ରୀ

Posted on January 9, 2026

ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଘରକୁ ପିଟିଲା ଯାତ୍ରୀବାହୀ ବସ୍ । ଅଳ୍ପକେ ବର୍ତ୍ତିଗଲେ ୪୦ ଯାତ୍ରୀ ।

ସୂଚନା ମୁତାବକ, ଯାତ୍ରୀବାହୀ ବସଟି ଭୁବନେଶ୍ୱରରୁ ବଲାଙ୍ଗୀର ଯାଉଥିଲା ଯାଉଥିଲା । ହେଲେ ୫୭ ନମ୍ବର ଜାତୀୟ ରାଜପଥର ମନମୁଣ୍ଡା ଥାନା ବାସୁଦେବପାଲି ଠାରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଘରକୁ ପିଟିଥିଲା। ବସରେ ବସିଥିବା ପ୍ରାୟ ୪୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାସ୍ଥଳରେ ମନମୁଣ୍ଡା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme