Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଟ୍ରକ୍ ମାଡ଼ିଯିବା ଯୋଗୁଁ ଚାଲିଗଲା ୩ ଜୀବନ 

Posted on September 25, 2025

ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀ ମୃତ। ଗଞ୍ଜାମ ଜିଲ୍ଲା ପାଟପୁର ନିକଟସ୍ଥ ମହାନଳା ଗ୍ରାମ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ରାତିରେ ଏକ ହାଇୱା ଟ୍ରକ୍ ମାଡ଼ିଯିବା ଯୋଗୁଁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। 

ସୂଚନାନୁଯାୟୀ, ବୁଧବାର ରାତିରେ ଦିଗପହଣ୍ଡି ଅଞ୍ଚଳର ଅଶ୍ଵିନୀ କୁମାର ଦୋରା, ବାଳକୃଷ୍ଣ ରେଡ୍ଡୀ ଏବଂ ପନ୍ଦରା ସାହିର କାଳିଆ ବେହେରା ବାଇକ୍ ଯୋଗେ ପାଟପୁରରୁ ଦିଗପହଣ୍ଡି ଅଭିମୁଖେ ଯାଉଥିଲେ। ମହାନଳା ଗ୍ରାମ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ନିକଟରେ ସେମାନଙ୍କୁ ଏକ ହାଇୱା ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାକୁ ସ୍ଥାନୀୟ ଅଞ୍ଚଲରେ ଉତ୍ତେଜନା ପ୍ରକାଶ ପାଇଛି।  

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme