Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମହାନଦୀ ଜଳ ବିବାଦ ମାମଲା, ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ

Posted on December 4, 2025

ମହାନଦୀ ଜଳ ବିବାଦ ମାମଲା । ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । କାଲି ଉଭୟ ରାଜ୍ୟ ଜଏଣ୍ଟ ଟେକ୍ନିକାଲ ଟିମ୍ ମଧ୍ୟରେ ବୈଠକ ବସିବ । ଗତ ନଭେମ୍ବର ୧୦ ତାରିଖରେ ମୁଖ୍ୟ ଶାସନ ସଚିବ ସ୍ତରୀୟ ବୈଠକ ବସିଥିଲା । ଉଭୟ ରାଜ୍ୟର ବୈଷୟିକ ଟିମଙ୍କ ମଧ୍ୟରେ ୬ଥର ଆଲୋଚନା ହୋଇଛି । ଆସନ୍ତା ୨୦ ତାରିଖରେ ଟ୍ରିବ୍ୟୁନାଲ ଶୁଣାଣି କରିବାକୁ ଯାଉଛନ୍ତି । ତା ପୂର୍ବରୁ ଆସନ୍ତାକାଲି ବୈଠକ ବସିବ ବୋଲି ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme