Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମହାରାଜପୁରାରେ ଫର୍ଚ୍ୟୁନର–ଟ୍ରାକ୍ଟର ଧକ୍କାରେ ୫ ଜଣଙ୍କ ମୃତ୍ୟୁ

Posted on November 16, 2025

ମଧ୍ୟପ୍ରଦେଶର ଗ୍ୱାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟି ଅଞ୍ଚଳରେ ତିବ୍ର ଆତଙ୍କ ସୃଷ୍ଟି ହୋଇଛି । ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମହାରାଜପୁରା ଅଞ୍ଚଳରେ ଏକ ଅନିୟନ୍ତ୍ରିତ ଫର୍ଚ୍ୟୁନର କାର୍, ବାଲି ବୋଝେଇ ଟ୍ରାକ୍ଟର ଏବଂ ଟ୍ରଲି ସହ ଧକ୍କା ହେବା ଫଳରେ ଘଟଣା ଘଟିଥିବା କହାଯାଇଛି ।

ଗ୍ୱାଲିୟର ସିଏସପି ସୂଚନା ଦେଇଛନ୍ତି ଯେ, ଧକ୍କାର ତୀବ୍ରତା ଏତେ ଅଧିକ ଥିଲା ଯେ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା । ସକାଳ ସାଢ଼େ ୬ଟା ରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।

ଖବର ପାଇବାମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ଜିଲ୍ଲା ହସ୍ପିଟାଲକୁ ପଠାଇଛି । ଏପର୍ଯ୍ୟନ୍ତ କୌଣସି ଜୀବିତଙ୍କୁ ଉଦ୍ଧାର କରାଯାଇନାହିଁ ବୋଲି ପୋଲିସ ଜଣାଇଛି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme