Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରାକ୍ଟର …

Posted on December 19, 2025

ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁ ୧୧ ନମ୍ବର ଓ୍ବାର୍ଡରେ। ବାସନ୍ତୀ ଦାସଙ୍କ ଘର ଉପରକୁ ମାଡ଼ି ଯାଇ ଥିଲା ଟ୍ରାକ୍ଟର। ସେ ଗୁରୁବାର ଘର ଲିପୁଥିବା ବେଳେ ଟ୍ରାକ୍ଟରଟି ଦ୍ରୁତଗତିରେ ଆସି ତାଙ୍କୁ ଧକ୍କା ଦେଇ ଚାଳ ଘର ଉପରେ ମାଡ଼ି ଯାଇଥିଲା। କିଛି ସମୟ ଖୋଜାଖୋଜି ପରେ ଚାଳଘର କୁଟା ମଧ୍ୟରୁ ବାସନ୍ତୀଙ୍କୁ ଉଦ୍ଧାର କରାଯାଇ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ବାସନ୍ତୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବାବେଳେ ଟ୍ରାକ୍ଟରକୁ ପୋଲିସ ଜବତ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme