Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମା ଓ ପୁଅଙ୍କ ଉପରେ ଚଢ଼ିଗଲା ଟ୍ରଲର: ଘଟଣାସ୍ଥଳରେ ମା ମୃତ, ପୁଅ ଗୁରୁତର

Posted on October 8, 2025

ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଗଡ଼ପୋଷରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏହି ଦୁର୍ଘଟଣାରେ ମାଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି।

କୁତ୍ରା ଥାନା ଗଡ଼ପୋଷ ଛକ ନିକଟରେ ରାଉରକେଲାରୁ ବାଇକରେ ଫେରୁଥିବା ବେଳେ ମା ଓ ପୁଅଙ୍କ ଉପରେ ଚଢ଼ିଗଲା ଟ୍ରଲର। ଘଟଣା ସ୍ଥଳରେ ମା ମୃତ, ପୁଅ ଗୁରୁତର। ମୃତକ ହେଲେ ହେମଗିରି ଥାନା ଗୋପାଳପୁର ଅଞ୍ଚଳର ଡିଲେଶ୍ୱରୀ ଦାସ। ମହିଳାଙ୍କ ଭାଇଙ୍କର ରାଉରକେଲାର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ତାଙ୍କୁ ଦେଖି ଫେରିବା ବେଳକୁ ଏହି ଘଟଣା ଘଟିଛି। ଘଟଣା ସ୍ଥଳରେ ଉତ୍ତେଜିତ ଲୋକ ରାଜପଥକୁ ଅବରୋଧ କରିଛନ୍ତି।

କୁତ୍ରା ଥାନା ଗଡ଼ପୋଷ ଛକ ନିକଟରେ ରାଉରକେଲାରୁ ବାଇକରେ ଫେରୁଥିବା ବେଳେ ମା ଓ ପୁଅଙ୍କ ଉପରେ ଚଢ଼ିଗଲା ଟ୍ରଲର। ଘଟଣା ସ୍ଥଳରେ ମା ମୃତ, ପୁଅ ଗୁରୁତର। ମୃତକ ହେଲେ ହେମଗିରି ଥାନା ଗୋପାଳପୁର ଅଞ୍ଚଳର ଡିଲେଶ୍ୱରୀ ଦାସ। ମହିଳାଙ୍କ ଭାଇଙ୍କର ରାଉରକେଲାର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ତାଙ୍କୁ ଦେଖି ଫେରିବା ବେଳକୁ ଏହି ଘଟଣା ଘଟିଛି। ଘଟଣା ସ୍ଥଳରେ ଉତ୍ତେଜିତ ଲୋକ ରାଜପଥକୁ ଅବରୋଧ କରିଛନ୍ତି। ଏଣେ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme