Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ବଢ଼ିଲା ଆୟୁଷ ଡାକ୍ତରଙ୍କ ଦରମା…

Posted on February 10, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତର ମାନଙ୍କ ଅବଦାନ ପ୍ରତି ଗୁରୁତ୍ବଦେଇ ତଥା ସେମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବରିଷ୍ଠତା ଭିତ୍ତିରେ ମାସକୁ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ୫ ବର୍ଷରୁ କମ ସମୟ ଅବଧି ପାଇଁ ସେବାରତ ଆୟୁଷ ଡାକ୍ତର ମାନଙ୍କ ଦରମା ମାସକୁ ୨୦ ହଜାର ଟଙ୍କା ବୃଦ୍ଧି ପାଇଛି। ଏହାଦ୍ବାରା ସେମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା ହୋଇଛି। ସେହିପରି ୫ରୁ ୧୦ ବର୍ଷ ମଧ୍ୟରେ ସେବା କରିଥିବା ଡାକ୍ତର ମାନଙ୍କ ଦରମା ମାସକୁ ୨୫ ହଜାର ବୃଦ୍ଧିପାଇଁ ୭୪,୪୬୭ ଟଙ୍କାରେ ପହଞ୍ଚିଛି। ୧୦ରୁ ୧୫ ବର୍ଷ ସେବା ପାଇଁ ମାସକୁ ୩୦ ହଜାର ଟଙ୍କା ବୃଦ୍ଧିପାଇ ୮୦,୪୬୭ ହୋଇଥିବ ବେଳେ, ୧୫ ବର୍ଷରୁ ଉର୍ଦ୍ଧ୍ବସେବା ପାଇଁ ଆୟୁଷ ଡାକ୍ତର ମାନଙ୍କ ଦରମା ୪୦ ହଜାର ଟଙ୍କା ବୃଦ୍ଧି ପାଇ ୯୧, ୪୬୭ ଟଙ୍କାରେ ପହଞ୍ଚିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme