Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୁଖ୍ୟମନ୍ତ୍ରୀଙ୍କ ସରପ୍ରାଇଜ୍ ଭିଜିଟ୍, ବିଭାଗର କାର୍ଯ୍ୟ ପରିଦର୍ଶନ

Posted on October 31, 2025

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳ ୧୦:୧୫ରେ ରାଜୀବ ଭବନକୁ ଅଚାନକ ପହଁଚି, ବିଭାଗର କାର୍ଯ୍ୟାଳୟରେ କାର୍ଯ୍ୟ ପରିଦର୍ଶନ କରିଥିଲେ। ତାଙ୍କ ଅନୁସାରେ, ସରକାରୀ ଅଧିକାରୀମାନେ ସମୟରେ ଅଫିସ୍‌କୁ ଆସୁଛନ୍ତି କି ନାହିଁ ଏବଂ କାର୍ଯ୍ୟର ଗତି କେମିତି ଚାଲିଛି, ସେଥିରେ ମୁଖ୍ୟମନ୍ତ୍ରୀ ନିଜ ଦୃଷ୍ଟି ରଖିଥିଲେ।

ସେ ଉନ୍ନୟନ କମିଶନ, ରାଜ୍ୟ ହାଇଡ୍ରୋ ଲୋଜିକାଲ ଡାଟା ସେଣ୍ଟର ସହିତ ଡ୍ୟାମ, ନଦୀ ବନ୍ଦ ସମ୍ପର୍କିତ ବିଭାଗର କାର୍ଯ୍ୟର ସମୀକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ ଅଧିକ ଜଳ ସଂରକ୍ଷଣ ପାଇଁ ବିଭାଗକୁ ପରାମର୍ଶ ଦେଇ, ୧୫ ଲକ୍ଷ ହେକ୍ଟର ଜମିର ଜଳ ସେଚନ ଟାର୍ଗେଟ ପୂରଣ ପାଇଁ ମିଶନ୍ ମୋଡ଼ରେ କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜୀବ ଭବନ ଅଧିକ ଚଳଚଞ୍ଚଳ ଓ ସ୍ମାର୍ଟ ହେବା ଦରକାର।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme