Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମେଘନାଦ ପାଚେରୀରେ ଫାଟ ସମସ୍ୟା : ମଙ୍ଗଳବାର ଗୁରୁତ୍ଵପୂର୍ଣ୍ଣ ବୈଠକ

Posted on December 15, 2025

ପୁରୀ ମେଘନାଦ ପାଚେରୀରେ ଫାଟ ପ୍ରସଙ୍ଗରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା। ସେ କହିଛନ୍ତି ଯେ, ମେଘନାଦ ପାଚେରୀ ସମସ୍ୟା ପୁରୁଣା। ଏହାର ସମ୍ପୂର୍ଣ୍ଣ ରୂପେ ନିରାକରଣ ହୋଇନି। ସେ ବାବଦରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଏସଆଇକୁ ଚିଠି ଲେଖାଯାଇଛି। ମଙ୍ଗଳବାର ଏନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ। କ’ଣ ପଦକ୍ଷେପ ନିଆଯାଇଛି, ତାହା ଦେଖାଯିବ। ଆବଶ୍ୟକ ପଡ଼ିଲେ ଦିଲ୍ଲୀର ଏଏସଆଇର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରାଯିବ। 

ଆଇନ ମନ୍ତ୍ରୀ ପୁଣି କହିଛନ୍ତି ଯେ, ମେଘନାଦ ପାଚେରୀରେ ଯେଉଁଠି ଫାଟ ଥିଲା ତାକୁ ଅନୁଧ୍ୟାନ କରି ମରାମତି କରାଯାଇଥିଲା। ପୁଣି ଥରେ ନିରୀକ୍ଷଣ କରିବା ପରେ ତାହା ପୂରଣ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ପାଚେରୀରେ ସଂରକ୍ଷଣ କାମ କରାଯିବ। ପଥର ବଦଳ କରାଯାଇ ପାରିବ କି ନାହିଁ ସେନେଇ ଟିକିନିଖି ନିରୀକ୍ଷଣ କରିବାକୁ ଏଏସଆଇକୁ ଚିଠି ଲେଖାଯାଇଛି।  

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme