Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୋଟା ଗାଁରେ ବାରହା ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ…

Posted on December 10, 2025

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମୋଟା ଗାଁରେ ବାରହା ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି। ମୃତ ଚାଷୀ ଜଣଙ୍କ ସାରୁଆଳୀ ପଞ୍ଚାୟତ ମୋଟା ଗାଁର ଲକ୍ଷ୍ମୀଧର ପଧାନ। ଲକ୍ଷ୍ମୀଧର ଗାଁ ପାଖ ଦଣ୍ଡି କିଆରୀ ନିକଟକୁ ଧାନ କାଟିବାକୁ ଯାଇଥିବା ବେଳେ ବାରହା ଆକ୍ରମଣର ଶିକାର ହୋଇଥିଲେ। ତେବେ ଘଟଣା ସ୍ଥଳରେ ହିଁ ଲକ୍ଷ୍ମୀଧରଙ୍କର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ତୁରନ୍ତ ମୃତ ଚାଷୀଙ୍କ ପରିବାର ଲୋକଙ୍କୁ ସରକାରୀ ସହାୟତା ଯୋଗେଇ ଦେବାକୁ ଗ୍ରାମବାସୀ ମାନେ ଦାବି କରିଛନ୍ତି।ସେପଟେ ବାରହା ଆକ୍ରମଣରେ ବମ୍ପୁ ଗାଁର ଧନେଶ୍ବର ଦେହୁରୀ ଆହତ ହୋଇଥିବା ଜଣାପଡିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme