
ଭାରତର ଲୋହପୁରୁଷ ସର୍ଦ୍ଦାର ବଳ୍ଲଭଭାଇ ପଟେଲଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହେଲା। ଗୁଜରାଟ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇ ସର୍ଦ୍ଦାର ପଟେଲଙ୍କ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
୨୦୨୫ ମସିହାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀରେ ଏହି ଏକତା ଦିବସ ପାଳନ ବିଶେଷ ଭାବରେ ଅନୁଷ୍ଠିତ ହେଲା, ଯାହା ଦେଶର ଏକତା, ଅଖଣ୍ଡତା ଏବଂ ଜାତୀୟ ସଂହତିର ପ୍ରତୀକ।

