Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୋଦି ଫୋନ୍ କରିନଥିବାରୁ ଅଟକିଛି କି ଟ୍ରେଡ୍ ଡିଲ୍ ?

Posted on January 9, 2026

ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟିକ ଚୁକ୍ତି ଆଲୋଚନା ଜାରି ରହିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ନିକଟତର ସହଯୋଗୀ ଦୁଇ ଦେଶ ମଧ୍ୟରେ ଏକ ସମ୍ଭାବ୍ୟ ଚୁକ୍ତି କାହିଁକି ବିଫଳ ହେଲା ସେ ବିଷୟରେ ଏକ ବଡ଼ ଦାବି କରିଛନ୍ତି । ଆମେରିକା ବାଣିଜ୍ୟ ସଚିବ କହିଛନ୍ତି ଯେ,” ସେ ଏକ ଚୁକ୍ତି ସ୍ଥିର କରିଥିଲେ କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ “ଫୋନ୍” କରିନଥିବାରୁ ଏହା ଚୂଡ଼ାନ୍ତ ହୋଇପାରିଲା ନାହିଁ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ଏକ ବିଲ୍‌କୁ ମଞ୍ଜୁରି ଦେଇଛନ୍ତି । ଏଭଳି ବିଲ୍ ଜରିଆରେ ରୁଷଠାରୁ ତେଲ କିଣୁଥିବା ଦେଶ ଗୁଡ଼ିକ ଉପରେ ଲାଗୁ ହେବ ବୃହତ ଟାରିଫ । ବିଶେଷ କରି ଭାରତ, ଚୀନ ଏବଂ ବ୍ରାଜିଲ ଭଳି ଦେଶ ଉପରେ ୫୦୦% ଟାରିଫ୍ ଲଗାଇବା ନେଇ ପ୍ରସ୍ତାବ ରହିଛି । ରୁଷ ତେଲ କିଣାକୁ ନେଇ ଆମେରିକା ଭାରତ ଉପରେ ଅତିରିକ୍ତ ୨୫% ଟାରିଫ ଲଗାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme