Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୋନ୍ଥା ପାଇଁ ଟ୍ରେନ ବାତିଲ ; ବାତ୍ୟାବେଳେ ଯାତ୍ରା ନକରିବା ପାଇଁ ପରାମର୍ଶ

Posted on October 28, 2025

ମୋନ୍ଥା ପାଇଁ ଅନେକ ଟ୍ରେନ ବାତିଲ ହୋଇଥିବାବେଳେ ଏକାଧିକ ଟ୍ରେନର ଗତିପଥ ବଦଳିଛି । ଟ୍ରେନ ଯାତ୍ରାକୁ ସୁରକ୍ଷିତ କରିବା ସହ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରେଳବାଇ ଏହି ନିଷ୍ପତ୍ତି ନେଇଛି । ୩୨ଟି ଟ୍ରେନ ଚଳାଚଳ ବାତିଲ କରାଯାଇଛି । ସେହିପରି ଗୋଟିଏ ଟ୍ରେନର ଗତିପଥ ବଦଳାଯାଇଛି । ଦୁଇଟି ଟ୍ରେନକୁ ସାମୟିକ ବାତିଲ କରାଯାଇଛି । ଏହି ଘୋଷଣା କେବଳ ୨୭ ଓ ୨୮ ତାରିଖ ପାଇଁ କରାଯାଇଛି । ସେଥିପାଇଁ ଯାତ୍ରୀଙ୍କୁ ନିଜ ନିଜର ଟ୍ରେନ ଚଳାଚଳର ଅପଡେଟ କରିବାକୁ ପରାମର୍ଶ ଦିଆଯାଇଛି । ବାତ୍ୟା ସମୟରେ ଯାତ୍ରା ନକରିବାକୁ ରେଳବାଇ ପରାମର୍ଶ ଦେଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme