Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଯଦି ଆପଣ ଅଧିକ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଦୂରେଇ ରଖନ୍ତୁ

Posted on September 25, 2025

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ଏଭଳି ମତବ୍ୟକ୍ତ କରିଛନ୍ତି ୱାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ। ଏକ ସଦ୍ୟତମ ସର୍ଭେରୁ ସେମାନେ ଏହା ଜାଣିବାକୁ ପାଇଛନ୍ତି। ଅଧିକ ଚା’ ପିଇବା ଫଳରେ ତାହାର ନିଦ୍ରା ଉପରେ କି ପ୍ରକାର ପ୍ରଭାବ ପଡୁଛି ତାହାକୁ ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ତନ୍ନ ତନ୍ନ କରି ତର୍ଜମା କରିଥିଲେ। ଆବଶ୍ୟକତା ଠାରୁ ଅଧିକ ଚା’ ପିଇଲେ ଏହାଦ୍ବାରା ଦାନ୍ତ ଉପରେ ହଳଦିଆ ରଙ୍ଗର ଏକ ଆସ୍ତରଣ ପଡ଼ିଯାଏ। ଏଭଳି ଅଭ୍ୟାସ ସହ ଜଡିତ ତଥା ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ପ୍ରାୟ ୪୫ ପ୍ରତିଶତ ବ୍ୟକ୍ତିଙ୍କଠାରେ ନିଦ୍ରାଜନିତ ସମସ୍ୟା ଦେଖିବାକୁ ମିଳିଥିଲା ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏଭଳି ଅଭ୍ୟାସ ଥିଲେ ତାହାର ପ୍ରଭାବ ମସ୍ତିଷ୍କର କାର୍ଯ୍ୟଧାରା ଉପରେ କେତେକାଂଶରେ ପଡିବାର ଆଶଙ୍କା ରହିଛି ବୋଲି ସେମାନେ ସତର୍କ କରାଇ ଦେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme