
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୮,୮୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୭,୨୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୮,୮୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୭,୨୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୮,୮୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୭,୨୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୮,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୭,୪୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୯,୯୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୮,୩୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୮,୮୨୦ ଓ ୧,୨୭,୨୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୩,୦୦୦ ଟଙ୍କା ହୋଇଛି ।
