Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଯାତ୍ରା ପେଣ୍ଡାଲ ଉପରେ ହିରୋଙ୍କୁ ମାଡ଼

Posted on November 12, 2025

ଭଦ୍ରକ ଅଣ୍ଡରେଇ ଠାରେ ଯାତ୍ରା ରାଜନନ୍ଦିନୀ ”ଏମିତି ବିଚାର କେବେ ଦେଖିନି” ନାଟକ ମଞ୍ଚସ୍ଥ କରୁଥିଲା । ଏଥିରେ ମାଆ ଭୂମିକାରେ ଟୁନିଆ ମଲ୍ଲିକ , ବାପା ଭାବେ ସଞ୍ଜୟ ଓ ଭଉଣୀ ଭୂମିକାରେ ମାମା ଅଭିନୟ କରିଥିଲେ । ନାଟକର ଦୃଶ୍ୟ ଅନୁଯାୟୀ ନାୟକ ଅର୍ଥାତ୍ ପୁଅ ଭୂମିକାରେ କାର୍ତ୍ତିକ ଅଭିନୟ କରୁଥିଲେ। ବାପା-ମାଆ ଓ ଭଉଣୀକୁ ଅତ୍ୟାଚାର କରୁଥିବା ଦୃଶ୍ୟ ପରିବେଷଣ କରୁଥିଲେ କଳାକାର। ଏହି ସମୟରେ କିଛି ଦର୍ଶକ ଭାବ ବିହ୍ବଳ ହୋଇ ମଞ୍ଚ ଉପରକୁ ଚେୟାର ସହ ପାଣି ବୋତଲ ଫୋପାଡିଥିଲେ। ଏଥିସହ ଜଣେ ଦର୍ଶକ ମଞ୍ଚକୁ ଉଠି ଅଭିନେତା କାର୍ତ୍ତିକଙ୍କୁ ମାଡ ମାରିବା ବେଳେ କଳାକାର ମାନେ ତାଙ୍କୁ ଅଟକାଇଥିଲେ । କିଛି ସମୟ ଯାତ୍ରା ବନ୍ଦ୍ ପରେ ପୁଣି ଯାତ୍ରା ଆରମ୍ଭ ହୋଇଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme