Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

Posted on January 29, 2026

ସ୍ୱତନ୍ତ୍ର ପୋକସ ଜଜ ପ୍ରଣତି ପଟ୍ଟନାୟକ ଏକ ଗଣବଳାତ୍କାର ମାମଲାର ଗୁରୁତ୍ୱପୂର୍ଣ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ପ୍ରମାଣ ଆଧାରରେ ସେ ୬ଜଣ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି ।

ମାମଲାର ବିବରଣୀରୁ ପ୍ରକାଶ ଯେ, ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଞ୍ଚଳର ୨୦୨୪ ମଇ ମାସ ୭ତାରିଖରେ ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଗଣ ବଳାତ୍କାର ହୋଇଥିଲା। ସେଠାରୁ ଖସି ଆସି ପିଡ଼ିତା ଘଟଣା ସମ୍ପର୍କରେ ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାରେ ନାବାଳକା ଛାତ୍ରୀଙ୍କ ପୁରୁଷ ବନ୍ଧୁ ଓ ସାଙ୍ଗମାନେ ସଂପୃକ୍ତ ଥିଲେ । ଛାତ୍ରୀଙ୍କୁ ଗଣବଳାତ୍କାର ହୋଇଥିଲା । ବ୍ରହ୍ମପୁର ସ୍ଥିତ ସ୍ୱତନ୍ତ୍ର ପୋକସୋ ଅଦାଲତର ଜଜ୍ ପ୍ରଣତି ପଟ୍ଟନାୟକଙ୍କ ଗୁରୁବାର ଏହି ରାୟ ପ୍ରକାଶ କରିଛନ୍ତି । ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme