Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଯୁବକଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?

Posted on October 28, 2025

ରେଳ ଧାରଣାରୁ ଯୁବକଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର। ବାଙ୍ଗିରିପୋଷି ଥାନା ବୁଢାମାରା ରେଳ ଷ୍ଟେସନ ନିକଟରୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ବାରିପଦା ଆରପିଏଫ ପୁଲିସ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। 
    
ସୂଚନାନୁଯାୟୀ, ବାଙ୍ଗିରିପୋଷି ଥାନା ବୁଢାମାରା ରେଳ ଷ୍ଟେସନ ନିକଟରେ ଏକ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ବାରିପଦା ଆରପିଏଫ ପୁଲିସ ପହଞ୍ଚି ଶବ ଜବତ କରିଥିଲା। ରେଳ ଧାରଣାରେ ମୃତଦେହ ପଡ଼ିଥିବା ବେଳେ ନିକଟରେ ମୁଣ୍ଡ ନଥିଲା। ଦୀର୍ଘ ଦଶ ଘଣ୍ଟା ପରେ ଦଶ ମିଟର ଦୂରରୁ ମୁଣ୍ଡ ମିଳିଥିଲା। ତେବେ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ମୃତକଙ୍କ ବୟସ ପ୍ରାୟ ୨୫ ବର୍ଷ ହୋଇଥିବା ଅନୁମାନ କରାଯାଉଛି। ଟ୍ରେନ୍‌ରେ କଟି ମୃତ୍ୟୁ ହୋଇଛି ନା ହତ୍ୟା କରାଯାଇଛି ତାହା ଅସ୍ପଷ୍ଟ ରହିଛି। ରେଳ ଲାଇନ କଡରେ ଏକ ବ୍ୟାଗ୍ ଓ ଚପଲ ପଡିଛି। ଅଧିକ ତଦନ୍ତ ପରେ ପରିଚୟ ମିଳିପାରେ ବୋଲି ଆରପିଏଫ ଏଏସଆଇ କହିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme