Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଯୁବତୀଙ୍କୁ ଅପହରଣ ଉଦ୍ୟମ, ଯୁବକ ଅଟକ

Posted on October 22, 2025

ଯୁବତୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ । ଜଣେ ଯୁବକ ଅଟକ । ଏଭଳି ଘଟଣା ଘଟିଛି ଯାଜପୁର ଧର୍ମଶାଳା ଥାନା କଣ୍ଟାମାଳିଆ-ଥାନୁଆଳ ନିକଟରେ । ଗତକାଲି ରାତିରେ ଜଣେ ଯୁବତୀ ଓ ଜଣେ ମହିଳା ସ୍କୁଟିରେ ଘରକୁ ଫେରୁଥିଲେ । ରାସ୍ତାରେ ଯାଉଥିବା ସମୟରେ ହଠାତ ଏକ ବାଇକରେ ଜଣେ ଯୁବକ ଆସି ତାଙ୍କୁ ରାସ୍ତାରେ ଅଟକାଇଥିଲେ । ଏହି ସମୟରେ ପଛରେ ଏକ ଧଳା ରଙ୍ଗର କାର ଆସି ଯୁବତୀଙ୍କୁ ଭିତରକୁ ଟେକି ନେଇଥିଲେ। ଯୁବତୀ ଜଣକ ପାଟି କରିବା ଫଳରେ ରାସ୍ତାରେ ଯାଉଥିବା ଜଣେ ଯୁବକ ତାଙ୍କୁ କାର ଭିତରୁ ଉଦ୍ଧାର କରିଥିଲେ।
ପରେ କାରଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ତେବେ ଯୁବତୀ ଜଣକ ଉପସ୍ଥିତ ବୁଦ୍ଧି ଖଟାଇ ବାଇକରେ ଥିବା ଯୁବକଙ୍କ ଚାବି ରଖିଦେବାରୁ ସେ ଆଉ ଯାଇପାରିନଥିଲେ। ଧର୍ମଶାଳା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସଂପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି । ତେବେ ଅପହରଣକାରୀ ମାନେ କିଏ, ଯୁବତୀଙ୍କୁ ଅପହରଣ କରିବା ପଛରେ ଉଦ୍ଦେଶ୍ୟ କଣ ତାହା ସ୍ପଷ୍ଟ ଜଣାପଡ଼ିନି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme