Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଯୋଗେଶ୍ବରୀ ବିଜନେସ ସେଣ୍ଟରରେ ଅଗ୍ନିକାଣ୍ଡ

Posted on October 23, 2025

ମୁମ୍ବାଇର ଯୋଗେଶ୍ବରୀ ୱେଷ୍ଟ ଅଞ୍ଚଳରେ ଥିବା ବେହରାମବାଗ ନିକଟରେ ଏକ ବିଜନେସ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗିବା ପରେ ଲୋକମାନେ ଆତଙ୍କିତ ହୋଇଯାଇଥିଲେ । ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ଅନେକ ଲୋକ ବିଲ୍ଡିଂରେ ଫସିଥିବା ଅନୁମାନ କରାଯାଉଛି ।

ଖବର ମୁତାବକ, ସକାଳ ୧୦.୫୦ ମିନିଟରେ ବିଜନେସ ସେଣ୍ଟର ବିଲ୍ଡିଂରେ ନିଆଁ ଲାଗିଯାଇଥିଲା । ଏହାଭିତରେ ଅନେକ ଲୋକ ଫସିଥିବା ଅନୁମାନ କରାଯାଉଛି । ଅଗ୍ନିଶମ ଟିମ୍ ଘଟଣା ସ୍ଥଳରେ ନିଆଁକୁ ଆୟତ୍ତ କରୁଛି । ଘଟଣାରେ କେହି ହତାହତ ହୋଇନାହାନ୍ତି । ଘଟଣା ବିଷୟରେ ଜଣାପଡିବା ପରେ ୬ଟି ଅଗ୍ନିଶମ ଗାଡି ପହଞ୍ଚିଥିଲା । ଯୁଦ୍ଧକାଳୀନ ଭିର୍ତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି ।

ଯେଉଁ ବିଲ୍ଡିଂରେ ନିଆଁ ଲାଗିଛି, ସେଠାରେ ଅନେକ କର୍ପୋରେଟ ଅଫିସ ରହିଛି । ନିଆଁ ଲାଗିବା କାରଣରୁ ଆଖପାଖ ଅଞ୍ଚଳ ଧୂଆଁ ଧୂଆଁ ହୋଇଯାଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme