Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାଜଧାନୀରୁ ୧୦ ମାଉଜର ଜବତ, ବିହାରରୁ ବ୍ରହ୍ମପୁର ଅଭିମୁଖେ ହେଉଥିଲା ଚାଲାଣ

Posted on December 6, 2025

ରାଜଧାନୀରୁ ୧୦ ମାଉଜର ଜବତ। ବିହାରରୁ ବ୍ରହ୍ମପୁର ଅଭିମୁଖେ ଚାଲାଣ ହେଉଥିବା ବେଳେ ଗୋଡାଇ ଗୋଡାଇ ଧରିଲା ସ୍ପେଶାଲ୍ କ୍ରାଇମ୍ ୟୁନିଟ୍। ଖଣ୍ଡଗିରି ଛକରେ ମାଡ଼ି ବସିଲା ପୁଲିସ। ଜଣେ ଅଭିଯୁକ୍ତ ଗିରଫ।

ସୂଚନାନୁଯାୟୀ, ଏକ କାରରେ ଚୋରା ମାଉଜର ଓ କାଇବାଇନ୍ ଚାଲାଣ ହେଉଥିଲା। ଏହା ବିହାରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଏ ସମ୍ପର୍କରେ ଗୁଇନ୍ଦା ସୂତ୍ରରୁ ଖବର ମିଳିବା ପରେ କମିଶନରେଟ୍ ପୁଲିସର ସ୍ପେଶାଲ୍ କ୍ରାଇମ୍ ୟୁନିଟ୍ ଚଢାଉ କରିଥିଲା। କାରଟିକୁ ପିଛା କରିଥିଲା। ପୁଲିସକୁ ଦେଖି ଅଭିଯୁକ୍ତ ଚମ୍ପଟ ମାରିବାକୁ ଉଦ୍ୟମ କରିଥିଲା। ହେଲେ ଏସଟିଏଫ୍ ଟିମ୍ କାର୍ଟିକୁ ଗୋଡାଇ ଗୋଡାଇ ଖଣ୍ଡଗିରି ଛକରେ କାବୁ କରିଛି। କାର୍ଟିକୁ ଯାଞ୍ଚ କରିବାରୁ ଏହା ଭିତରୁ ୧୦ ମାଉଜର, କାରବାଇନ୍ ଓ ଜୀବନ୍ତ ଗୁଳି ଜବତ ହୋଇଛି। ଏହା ସହ ଜଣେ ଅଭିଯୁକ୍ତ ଗିରଫ ହୋଇଛି। ଏହି ରାକେଟ୍‌ ରେ ଆଉ କିଏ କିଏ ସାମିଲ ଅଛନ୍ତି ସେନେଇ ପୁଲିସ ଛାନଭିନ୍ ଚଳାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme