Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାଜନୀତି ଛାଡ଼ିଲେ ରୋହିଣୀ ଆଚାର୍ଯ୍ୟ, ପରିବାର ସହ ବିଛିନ୍ନ କଲେ ସମସ୍ତ ସମ୍ପର୍କ

Posted on November 16, 2025

ବିହାର ବିଧାନସଭା ନିର୍ବାଚନ ହାରିବା ପରେ ଲାଲୁ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି । ଏଥିସହିତ ସେ ତାଙ୍କ ପରିବାର ସହିତ ମଧ୍ୟ ସମସ୍ତ ପ୍ରକାର ସମ୍ପର୍କ ତୁଟାଇଛନ୍ତି । ଏନେଇ ରୋହିଣୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ।

ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି “ମୁଁ ରାଜନୀତି ଛାଡ଼ି ଦେଉଛି ଏବଂ ମୁଁ ମୋ ପରିବାର ସହ ସମ୍ପର୍କ ତୁଟାଉଛି । ଏହା ହିଁ ସଞ୍ଜୟ ଯାଦବ ଏବଂ ରମିଜ ମୋତେ କରିବାକୁ କହିଥିଲେ ଏବଂ ମୁଁ ସମସ୍ତ ଦୋଷ ନେଉଛି ।”

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme