Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାଜରାସ୍ତାରେ ଲୁଟ୍ ପରେ ଏବେ ଘର ମୁହାଁ ଚୋର

Posted on October 30, 2025

ଧର୍ମଶାଳା ପରେ ଏବେ ଜେନାପୁର ଥାନା ଅଞ୍ଚଳରେ ଚୋରଙ୍କ ଉତ୍ପାତ। ରାଜରାସ୍ତାରେ ଲୁଟ୍ ପରେ ଏବେ ମାଲଗୋଦାମ ଓ ଘର ମୁହାଁ ଚୋର। ପାନ ମସଲା ଗୋଦାମରୁ ଲୁଟ୍। ସଟର୍ ଭାଙ୍ଗି ଲୁଟିନେଲେ ୧୩ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ପାନ ମସଲା। ଏନେଇ ଜେନାପୁର ଥାନାରେ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ବୁଧବାର ରାତି ପ୍ରାୟ ୨ଟା ବେଳେ ଜେନାପୁର ଥାନା ଅଞ୍ଚଳରେ ଥିବା ଏକ ପାନ ମସଲା ଗୋଦାମରୁ ଚୋରି ହୋଇଛି। ବିଳମ୍ଵିତ ରାତିରେ ଦୁର୍ବୃତ୍ତମାନେ ସଟର୍ ଭାଙ୍ଗି ୧୫୦ ପ୍ୟାକେଟ୍‌ରୁ ଉର୍ଦ୍ଧ୍ଵ ପାନ ମସଲା ଚୋରି କରି ନେଇଛନ୍ତି। ଏନେଇ ଗୋଦାମ ମାଲିକ ଜେନାପୁର ଥାନାରେ ଅଭିଯୋଗ କରିଛନ୍ତି। ଚଡେଇଧରା ଫାଣ୍ଡି ପୁଲିସଙ୍କ ସହ ୨ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛ। ଚୋରି ହୋଇଥିବା ପାନ ମସଲାର ଆନୁମାନିକ ମୂଲ୍ୟ ୧୩ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ଵ ହେବ ବୋଲି କୁହାଯାଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme